1 Samuel 26:8 — Compare Translations

5 translations compared side by side

Odia - 1840
"ଅବୀଶଯ ଦାଉଦଙ୍କକ୍ସ୍ଟ କହିଲା, ଆଜି ପରମେଶ୍ବର ତୁମ୍ଭକୁ ତକ୍ସ୍ଟମ୍ଭ ଶତୃକକ୍ସ୍ଟ ପରାସ୍ତ କରିବାର ସକ୍ସ୍ଟୟୋଗ ଦଇେଛନ୍ତି। ତେଣୁ ଏହି ବର୍ଚ୍ଛା ରେ ତାକକ୍ସ୍ଟ ଭୂମିରେ ବଦ୍ଧ କରିବାକୁ ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ। ମୁ ତାକକ୍ସ୍ଟ ଏକାଥରେ ହତ୍ଯା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, ପରମେଶ୍ଵର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀଶୟ ଦାଉଦଙ୍କୁ କହିଲା, “ଆଜି ପରମେଶ୍ୱର ତୁମ୍ଭକୁ ତୁମ୍ଭ ଶତ୍ରୁକୁ ପରାସ୍ତ କରିବାର ସୁଯୋଗ ଦେଇଛନ୍ତି। ତେଣୁ ଏହି ବର୍ଚ୍ଛାରେ ତାକୁ ଭୂମିରେ ବଧ କରିବାକୁ ଅନୁମତି ଦିଅ। ମୁଁ ତାକୁ ଏକାଥରେ ହତ୍ୟା କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, “ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।