1 Samuel 26:9 — Compare Translations

5 translations compared side by side

Odia - 1840
"କିନ୍ତୁ ଦାଉଦ ଅବୀଶଯକକ୍ସ୍ଟ କହିଲେ, ଶାଉଲଙ୍କକ୍ସ୍ଟ ମାର ନାହିଁ। ଯେ କୌଣସି ଲୋକ ଯବେେ ସଦାପ୍ରଭୁଙ୍କ ଦ୍ବାରା ବଛା ୟାଇଥିବା ରାଜାଙ୍କକ୍ସ୍ଟ ବଧ କରିବ ତାଙ୍କୁ ପ୍ରଭକ୍ସ୍ଟ ଦଣ୍ତ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ଅବୀଶୟକୁ କହିଲେ, ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦାଉଦ ଅବୀଶୟକୁ କହିଲେ, “ଶାଉଲଙ୍କୁ ମାର ନାହିଁ। ଯେକୌଣସି ଲୋକ ଯେବେ ସଦାପ୍ରଭୁଙ୍କ ଦ୍ୱାରା ବଛା ଯାଇଥିବା ରାଜାଙ୍କୁ ବଧ କରିବ ତାଙ୍କୁ ପ୍ରଭୁ ଦଣ୍ତ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ଅବୀଶୟକୁ କହିଲେ, “ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ଅବୀଶୟକୁ କହିଲେ, ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?