1 Samuel 27:1 — Compare Translations
5 translations compared side by side
Odia - 1840
"କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, ମୁ ଦିନେ ଶାଉଲଙ୍କ ହାତ ରେ ଧରା ହବେି। ଏହା ସବୁଠକ୍ସ୍ଟ ଭଲ ହବେ। ମୁ ପଲେଷ୍ଟୀୟମାନଙ୍କ ଦେଶକକ୍ସ୍ଟ ୟାଇ ନିଜକକ୍ସ୍ଟ ରକ୍ଷା କରିବି। ତହିଁରେ ଶାଉଲ ଇଶ୍ରାୟେଲର ସମସ୍ତ ଅଞ୍ଚଳ ଖାଜେି ନିରାଶ ହବେ। ଏହିପରି ଭାବରେ ମୁ ତାଙ୍କର ହସ୍ତରକ୍ସ୍ଟ ରକ୍ଷା ପାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପଲେଷ୍ଟୀୟମାନଙ୍କ ସହିତ ବାସ କଲେ କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, “ମୁଁ ଦିନେ ଶାଉଲଙ୍କ ହାତରେ ଧରା ହେବି। ଏହା ସବୁଠୁ ଭଲ ହେବ। ମୁଁ ପଲେଷ୍ଟୀୟମାନଙ୍କ ଦେଶକୁ ଯାଇ ନିଜକୁ ରକ୍ଷା କରିବି। ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳ ଖୋଜି ନିରାଶ ହେବ। ଏହିପରି ଭାବରେ ମୁଁ ତାଙ୍କର ହସ୍ତରୁ ରକ୍ଷା ପାଇବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।