1 Samuel 27:10 — Compare Translations

5 translations compared side by side

Odia - 1840
"ଦାଉଦ ଏହିପରି ପ୍ରେତ୍ୟକକଥର କଲେ, ପ୍ରେତ୍ୟକକ ଥର ଅଖୀଶ ଦାଉଦଙ୍କକ୍ସ୍ଟ ପଗ୍ଭରକ୍ସ୍ଟ ଥିଲେ, ତୁମ୍ଭେ ଆଜି କେଉଁଠାକକ୍ସ୍ଟ ଚଢାଉକରିବା ପାଇଁ ଗଲ? ଦାଉଦ କହିଲେ, ଆମ୍ଭେ ୟିହକ୍ସ୍ଟଦାର ଦକ୍ଷିଣାଅଞ୍ଚଳ ଓ ୟିରହମୀଲୀଯଙ୍କ ଦକ୍ଷିଣାଞ୍ଚଳ ଓ କନେୀଯମାନଙ୍କ ଦକ୍ଷିଣାଅଞ୍ଚଳ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ ବୋଲି ଆଖୀଶ୍ ପଚାରନ୍ତେ, ଦାଉଦ କହନ୍ତି, ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏହିପରି ପ୍ରତ୍ୟେକ ଥର କଲେ, ପ୍ରତ୍ୟେକ ଥର ଆଖୀଶ୍ ଦାଉଦଙ୍କୁ ପଗ୍ଭରୁ ଥିଲା, ତୁମ୍ଭେ ଆଜି କେଉଁଠାକୁ ଚଢ଼ାଉ କରିବା ପାଇଁ ଗଲ? ଦାଉଦ କହିଲେ, “ଆମ୍ଭେ ଯିହୁଦାର ଦକ୍ଷିଣ ଅଞ୍ଚଳ ଓ ଯିରହମେଲୀୟଙ୍କ ଦକ୍ଷିଣ ଅଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣ ଅଞ୍ଚଳ” ବିରୁଦ୍ଧରେ ଯୁଦ୍ଧ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ “ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ” ବୋଲି ଆଖୀଶ୍‍ ପଚାରନ୍ତେ, ଦାଉଦ କହନ୍ତି, “ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ ବୋଲି ଆଖୀଶ୍‍ ପଚାରନ୍ତେ, ଦାଉଦ କହନ୍ତି, ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।