1 Samuel 27:11 — Compare Translations
5 translations compared side by side
Odia - 1840
"ଦାଉଦ କଦାପି ଗାଥକକ୍ସ୍ଟ ଆଣିବାକକ୍ସ୍ଟ କାହାରିକକ୍ସ୍ଟ ଜୀବିତ ରଖକ୍ସ୍ଟ ନ ଥିଲେ। ସେ ଭାବକ୍ସ୍ଟଥିଲେ, ଯଦି ଆମ୍ଭେ ଲୋକକୁ ଜୀବିତ ଛାଡକ୍ସ୍ଟ, ସେ ଲୋକମାନେ ଅଖୀଶଙ୍କକ୍ସ୍ଟ ସବୁ କହି ଦବେେ, ବାସ୍ତବ ରେ ମୁ କ'ଣ କରୁଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କଦାପି ଗାଥ୍କୁ ଆଣିବାକୁ କାହାରିକୁ ଜୀବିତ ରଖୁ ନ ଥିଲେ। ସେ ଭାବୁଥିଲେ, “ଯଦି ଆମ୍ଭେ ଲୋକକୁ ଜୀବିତ ଛାଡ଼ୁ, ସେ ଲୋକମାନେ ଆଖୀଶ୍କୁ ସବୁ କହି ଦେବେ, ବାସ୍ତବରେ ମୁଁ କ’ଣ କରୁଥିଲି।” ସେ ସର୍ବଦା ଏହା କରୁଥିଲେ ସେ ଯେପର୍ଯ୍ୟନ୍ତ ପଲେଷ୍ଟୀୟ ଦେଶରେ ରହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, “ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ” ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।