1 Samuel 27:12 — Compare Translations
5 translations compared side by side
Odia - 1840
"ଅଖୀଶ ଦାଉଦଙ୍କକ୍ସ୍ଟ ବିଶ୍ବାସ କରି ନିଜକକ୍ସ୍ଟ ନିଜେ କହିଲା, ବର୍ତ୍ତମାନ ଦାଉଦର ନିଜର ଲୋକମାନେ ତାଙ୍କୁ ଘୃଣା କରିବା ଆରମ୍ଭ କଲଣେି, ଇଶ୍ରାୟେଲୀୟମାନେ ଦାଉଦଙ୍କକ୍ସ୍ଟ ବହକ୍ସ୍ଟତ ଘୃଣା କରୁଛନ୍ତି ଏବଂ ବର୍ତ୍ତମାନ ଦାଉଦ ମାରେ ଦାସ ହାଇେ ଚିରଦିନ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ଵାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତା; ଦୁର୍ଗନ୍ଧ ସ୍ଵରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି ନିଜକୁ ନିଜେ କହିଲା, “ବର୍ତ୍ତମାନ ଦାଉଦର ନିଜର ଲୋକମାନେ ତାଙ୍କୁ ଘୃଣା କରିବା ଆରମ୍ଭ କଲେଣି, ଇସ୍ରାଏଲୀୟମାନେ ଦାଉଦଙ୍କୁ ବହୁତ ଘୃଣା କରୁଛନ୍ତି ଏବଂ ବର୍ତ୍ତମାନ ଦାଉଦ ମୋର ଦାସ ହୋଇ ଚିରଦିନ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।