1 Samuel 27:2 — Compare Translations
5 translations compared side by side
Odia - 1840
"ତେଣୁ ଦାଉଦ ଓ ତାଙ୍କର 600 ଲୋକ ଇଶ୍ରାୟେଲ ପରିତ୍ଯାଗ କଲେ। ମାଯୋକର ପକ୍ସ୍ଟତ୍ର ଆଖୀଶ ନାମକ ଗାଥର ରାଜା ନିକଟକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍ ନାମକ ଗାଥ୍ର ରାଜା ନିକଟକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ଓ ତାଙ୍କର 600 ଲୋକ ଇସ୍ରାଏଲ ପରିତ୍ୟାଗ କଲେ। ମାୟୋକର ପୁତ୍ର ଆଖୀଶ୍ ନାମକ ଗାଥ୍ର ରାଜା ନିକଟକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍ ନାମକ ଗାଥ୍ର ରାଜା ନିକଟକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍ ନାମକ ଗାଥ୍ର ରାଜା ନିକଟକୁ ଗଲେ।