1 Samuel 27:3 — Compare Translations
5 translations compared side by side
Odia - 1840
"ଦାଉଦ ଏବଂ ତାଙ୍କର ଲୋକମାନେ ଏବଂ ସମାନଙ୍କେର ପରିବାରମାନଙ୍କ ସହିତ ଆଖୀଶ ନିକଟରେ ଗାଥ ନଗର ରେ ବାସ କଲେ। ଦାଉଦଙ୍କ ସହିତ ତାଙ୍କର ଦକ୍ସ୍ଟଇଜଣ ସ୍ତ୍ରୀ ବାସ କଲେ। ସମାନେେ ହେଲ ୟିଷ୍ରିଯଲେୀରକ୍ସ୍ଟ ଅହୀନୋଯମ ଓ କର୍ମିଲର ଅବୀଗଲ। ଅବୀଗଲ ନାବଲର ବିଧବା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏବଂ ତାଙ୍କର ଲୋକମାନେ ଏବଂ ସେମାନଙ୍କର ପରିବାରମାନଙ୍କ ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ। ଦାଉଦଙ୍କ ସହିତ ତାଙ୍କର ଦୁଇଜଣ ସ୍ତ୍ରୀ ବାସ କଲେ। ସେମାନେ ହେଲେ ଯିଷ୍ରିୟେଲୀରୁ ଅହୀନୋୟମ ଓ କର୍ମିଲର ଅବୀଗଲ। ଅବୀଗଲ ନାବଲର ବିଧବା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)