1 Samuel 27:4 — Compare Translations

5 translations compared side by side

Odia - 1840
"ଲୋକମାନେ ଶାଉଲଙ୍କକ୍ସ୍ଟ କହିଲେ, ଦାଉଦ ଗାଥକକ୍ସ୍ଟ ପଳାଇ ଅଛି। ଏକଥା ଜାଣିବା ପରେ ସେ ଆଉ ତାଙ୍କର ଅନେଷ୍ବଣ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଦାଉଦ ଗାଥ୍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାʼନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ଵେଷଣ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଶାଉଲଙ୍କୁ କହିଲେ, ଦାଉଦ ଗା‌ଥ୍‌କୁ ପଳାଇ ଅଛି। ଏ କଥା ଜାଣିବା ପରେ ସେ ଆଉ ତାଙ୍କର ଅନ୍ୱେଷଣ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଦାଉଦ ଗାଥ୍‍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଦାଉଦ ଗାଥ୍‍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ।