1 Samuel 27:5 — Compare Translations

5 translations compared side by side

Odia - 1840
"ଦାଉଦ ଅଖୀଶଙ୍କକ୍ସ୍ଟ କହିଲେ, ଯଦି ତୁମ୍ଭେ ମାେ ପ୍ରତି ଖକ୍ସ୍ଟସି ତବେେ ମାେତେ ତକ୍ସ୍ଟମ୍ଭ ସହର ରେ ଏକ ସ୍ଥାନ ଦିଅ। ମୁ କବଳେ ତୁମ୍ଭର ଦାସ ଓ ମୁ ସଠାେରେ ବାସ କରିବି, କିନ୍ତୁ ତକ୍ସ୍ଟମ୍ଭ ସହିତ ଏ ରାଜକୀଯ ସହର ରେ ନକ୍ସ୍ଟହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ଆଖୀଶ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଆଖୀ‌ଶ୍‌‌କୁ କହିଲେ, “ଯଦି ତୁମ୍ଭେ ମୋ’ ପ୍ରତି ଖୁସୀ ତେବେ ମୋତେ ତୁମ୍ଭ ସହରରେ ଏକ ସ୍ଥାନ ଦିଅ। ମୁଁ କେବଳ ତୁମ୍ଭର ଦାସ ଓ ମୁଁ ସେଠାରେ ବାସ କରିବି, କିନ୍ତୁ ତୁମ୍ଭ ସହିତ ଏ ରାଜକୀୟ ସହରରେ ନୁହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଆଖୀଶ୍‍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ଆଖୀଶ୍‍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?