1 Samuel 27:6 — Compare Translations

5 translations compared side by side

Odia - 1840
"ସହେିଦିନ ଅଖୀଶ ଦାଉଦଙ୍କକ୍ସ୍ଟ ସିକ୍ଲଗ୍ ନଗର ଦଲୋ ଏବଂ ସିକ୍ଲଗ୍ ନଗର ଅଦ୍ଯାପି ସିକ୍ଲାଗ୍ ୟିହକ୍ସ୍ଟଦା ରାଜାମାନଙ୍କ ଅଧିକାର ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆଖୀଶ୍ ସେହି ଦିନ ତାହାକୁ ସିକ୍ଳଗ୍ ନଗର ଦେଲାନ୍ତଏହି ହେତୁ ଅଦ୍ୟାପି ସିକ୍ଳଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଆଖୀଶ୍ ଦାଉଦଙ୍କୁ ସିକ୍ଳଗ୍ ନଗର ଦେଲା ଏବଂ ସିକ୍ଳଗ୍ ନଗର ଅଦ୍ୟାପି ସିକ୍ଳଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆଖୀଶ୍‍ ସେହି ଦିନ ତାହାକୁ ସିକ୍ଲଗ୍‍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍‍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆଖୀଶ୍‍ ସେହି ଦିନ ତାହାକୁ ସିକ୍ଲଗ୍‍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍‍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।