1 Samuel 27:8 — Compare Translations

5 translations compared side by side

Odia - 1840
"ଦାଉଦ ଏବଂ ତାଙ୍କର ଲୋକମାନେ ଗଶୂରୀଯ, ଅମାଲକେୀଯ ଓ ଗିଷରୀଯ ଲୋକମାନଙ୍କୁ ଆକ୍ରମଣ କରୁଥାନ୍ତି। ଶୂରର ସନ୍ନିକଟ ଓ ମିଶର ପର୍ୟ୍ଯନ୍ତ ଯେଉଁ ଦେଶ, ସେଥି ମଧ୍ଯରକ୍ସ୍ଟ ପୂର୍ବକାଳ ରେ ସଠାେରେ ସେ ଲୋକମାନେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାʼନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆଖୀ‌ଶ୍‌‌କୁ ଦାଉଦ ନିର୍ବୋଧ ବନାଇଲେ ଦାଉଦ ଏବଂ ତାଙ୍କର ଲୋକମାନେ ଗଶୂରୀୟ, ଅମାଲେକୀୟ ଓ ଗିଷରୀୟ ଲୋକମାନଙ୍କୁ ଆକ୍ରମଣ କରୁଥା’ନ୍ତି। ଶୂରର ସନ୍ନିକଟ ଓ ମିଶର ପର୍ଯ୍ୟନ୍ତ ଯେଉଁ ଦେଶ, ସେଥି ମଧ୍ୟରୁ ପୂର୍ବକାଳରେ ସେଠାରେ ସେ ଲୋକମାନେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।