1 Samuel 27:9 — Compare Translations
5 translations compared side by side
Odia - 1840
"ଦାଉଦ ସେ ଅଞ୍ଚଳର ଲୋକମାନଙ୍କୁ ପରାସ୍ତ କରି ସମାନଙ୍କେର ମଷେ, ଗାଈ, ବଳଦ, ଗଧ, ଓଟ, ଏବଂ ସମାନଙ୍କେର ଲକ୍ସ୍ଟଗାପଟା ଆଣି ଅଖୀଶଙ୍କକ୍ସ୍ଟ ଦେଉଥିଲେ। କକ୍ସ୍ଟନ୍ତକ୍ସ୍ଟ ଦାଉଦ ସମାନଙ୍କେ ମଧ୍ଯରକ୍ସ୍ଟ କୌଣସି ଲୋକଙ୍କକ୍ସ୍ଟ ବଞ୍ଚିବାକକ୍ସ୍ଟ ଅନକ୍ସ୍ଟମତି ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେ ଅଞ୍ଚଳର ଲୋକମାନଙ୍କୁ ପରାସ୍ତ କରି ସେମାନଙ୍କର ମେଷ, ଗାଈ, ବଳଦ, ଗଧ, ଓଟ, ଏବଂ ସେମାନଙ୍କର ଲୁଗାପଟା ଆଣି ଆଖୀଶ୍କୁ ଦେଉଥିଲେ। କିନ୍ତୁ ଦାଉଦ ସେମାନଙ୍କ ମଧ୍ୟରୁ କୌଣସି ଲୋକଙ୍କୁ ବଞ୍ଚିବାକୁ ଅନୁମତି ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି।