1 Samuel 28:1 — Compare Translations
5 translations compared side by side
Odia - 1840
"କିଛିଦିନ ପରେ ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ୈସନ୍ଯମାନଙ୍କୁ ଏକତ୍ରୀତ କରୁଥିଲେ। ଅଖୀଶ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ବକ୍ସ୍ଟଝି ପାରକ୍ସ୍ଟଛ କି ଯେ ତୁମ୍ଭେ ଏବଂ ତୁମ୍ଭର ଲୋକମାନେ ନିଶ୍ଚିତ ମାେ ସହିତ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମ; ସଂଗ୍ରହ କଲେ । ଏଣୁ ଆଖୀଶ୍ ଦାଉଦଙ୍କୁ କହିଲା, ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋʼ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ କିଛିଦିନ ପରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସୈନ୍ୟମାନଙ୍କୁ ଏକତ୍ରିତ କରୁଥିଲେ। ଆଖୀଶ୍ ଦାଉଦଙ୍କୁ କହିଲା, “ତୁମ୍ଭେ ବୁଝି ପାରୁଛ କି ଯେ ତୁମ୍ଭେ ଏବଂ ତୁମ୍ଭର ଲୋକମାନେ ନିଶ୍ଚିତ ମୋ’ ସହିତ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ। ଏଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋʼ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।”
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ। ଏଣୁ ଆଖୀଶ୍ ଦାଉଦଙ୍କୁ କହିଲା, ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋ’ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।