1 Samuel 28:12 — Compare Translations

5 translations compared side by side

Odia - 1840
"ସେ ସ୍ତ୍ରୀ ଲୋକଟି ଶାମୁୟେଲଙ୍କୁ ଦେଖି ରଡି କରିବାକୁ ଲାଗିଲା। ସେ ସ୍ତ୍ରୀ ଲୋକଟି ଶାଉଲଙ୍କକ୍ସ୍ଟ କହିଲା, ତୁମ୍ଭେ ମାେତେ କାହିଁକି ପ୍ରତାରଣା କଲ? ତୁମ୍ଭେ ଶାଉଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚୈଃସ୍ଵରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, ଆପଣ କିହେତୁ ମୋତେ ପ୍ରତାରଣା କଲେ? କାରଣ ଆପଣ ଶାଉଲ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସ୍ତ୍ରୀଲୋକଟି ଶାମୁୟେଲଙ୍କୁ ଦେଖି ରଡ଼ି କରିବାକୁ ଲାଗିଲା। ସେ ସ୍ତ୍ରୀଲୋକଟି ଶାଉଲଙ୍କୁ କହିଲା, “ତୁମ୍ଭେ ମୋତେ କାହିଁକି ପ୍ରତାରଣା କଲ? ତୁମ୍ଭେ ଶାଉଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚସ୍ୱରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, “ଆପଣ କାହିଁକି ମୋତେ ପ୍ରତାରଣା କଲେ? କାରଣ ଆପଣ ଶାଉଲ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚୈଃସ୍ୱରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, ଆପଣ କାହିଁକି ମୋତେ ପ୍ରତାରଣା କଲେ? କାରଣ ଆପଣ ଶାଉଲ।