1 Samuel 28:13 — Compare Translations
5 translations compared side by side
Odia - 1840
"ରାଜା ସ୍ତ୍ରୀ ଲୋକଟିକକ୍ସ୍ଟ କହିଲେ, ଭୟ କର ନାହିଁ, ତୁମ୍ଭେ କ'ଣ ଦେଖକ୍ସ୍ଟଛ? ସ୍ତ୍ରୀ ଲୋକ ଜଣକ କହିଲା, ମୁ ଦେଖକ୍ସ୍ଟଛି ଏକ ଶକ୍ତି ଭୂମିରକ୍ସ୍ଟ ବାହାରକ୍ସ୍ଟଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ତାହାକୁ କହିଲେ, ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ? ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ସ୍ତ୍ରୀଲୋକଟିକୁ କହିଲେ, “ଭୟ କର ନାହିଁ, ତୁମ୍ଭେ କ’ଣ ଦେଖୁଛ?” ସ୍ତ୍ରୀଲୋକ ଜଣକ କହିଲା, “ମୁଁ ଦେଖୁଛି ଏକ ଶକ୍ତି ଭୂମିରୁ ବାହାରୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ତାହାକୁ କହିଲେ, “ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, “ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ତାହାକୁ କହିଲେ, ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ? ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।