1 Samuel 28:16 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ କହିଲେ, ସଦାପ୍ରଭୁ ତୁମ୍ଭକୁ ପରିତ୍ଯାଗ କରିଛନ୍ତି। ବର୍ତ୍ତମାନ ସେ ତୁମ୍ଭର ପଡ଼ୋଶୀ ଦାଉଦଙ୍କ ପକ୍ଷ ରେ ଅଛନ୍ତି। ତେଣୁ ତୁମ୍ଭେ ମାେତେ କାହିଁକି ବ୍ଯସ୍ତ କରୁଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାମୁୟେଲ କହିଲେ, ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ କହିଲେ, “ସଦାପ୍ରଭୁ ତୁମ୍ଭକୁ ପରିତ୍ୟାଗ କରିଛନ୍ତି। ବର୍ତ୍ତମାନ ସେ ତୁମ୍ଭର ପଡ଼ୋଶୀ ଦାଉଦଙ୍କ ପକ୍ଷରେ ଅଛନ୍ତି। ତେଣୁ ତୁମ୍ଭେ ମୋତେ କାହିଁକି ବ୍ୟସ୍ତ କରୁଅଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାମୁୟେଲ କହିଲେ, “ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାମୁୟେଲ କହିଲେ, ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ?