1 Samuel 28:17 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେ ଦ୍ବାରା ଯେପରି କହିଥିଲେ, ସେ ନିଜ ପାଇଁ ସହେିପରି କରିଅଛନ୍ତି। ବର୍ତ୍ତମାନ ସଦାପ୍ରଭୁ ତକ୍ସ୍ଟମ୍ଭଠାରକ୍ସ୍ଟ ରାଜ୍ଯ ଛଡାଇ ନଇେ ତୁମ୍ଭର ପଡ଼ୋଶୀ ଦାଉଦଙ୍କକ୍ସ୍ଟ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋʼ ଦ୍ଵାରା ଯେପରି କହିଥିଲେ, ସେ ଆପଣା ପାଇଁ ସେପରି କରିଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ହସ୍ତରୁ ରାଜତ୍ଵ ଟାଣି ଚିରିଅଛନ୍ତି ଓ ତୁମ୍ଭ ପ୍ରତିବାସୀ ଦାଉଦଙ୍କୁ ତାହା ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋ’ ଦ୍ୱାରା ଯେପରି କହିଥିଲେ, ସେ ନିଜ ପାଇଁ ସେହିପରି କରିଅଛନ୍ତି। ବର୍ତ୍ତମାନ ସଦାପ୍ରଭୁ ତୁମ୍ଭଠାରୁ ରାଜ୍ୟ ଛଡ଼ାଇ ନେଇ ତୁମ୍ଭର ପଡ଼ୋଶୀ ଦାଉଦଙ୍କୁ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋʼ ଦ୍ୱାରା ଯେପରି କହିଥିଲେ, ସେ ଆପଣା ପାଇଁ ସେପରି କରିଅଛନ୍ତି; ପୁଣି, ସଦାପ୍ରଭୁ ତୁମ୍ଭ ହସ୍ତରୁ ରାଜତ୍ୱ ଟାଣି ଚିରିଅଛନ୍ତି ଓ ତୁମ୍ଭ ପ୍ରତିବାସୀ ଦାଉଦଙ୍କୁ ତାହା ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋ’ ଦ୍ୱାରା ଯେପରି କହିଥିଲେ, ସେ ଆପଣା ପାଇଁ ସେପରି କରିଅଛନ୍ତି; ପୁଣି, ସଦାପ୍ରଭୁ ତୁମ୍ଭ ହସ୍ତରୁ ରାଜତ୍ୱ ଟାଣି ଚିରିଅଛନ୍ତି ଓ ତୁମ୍ଭ ପ୍ରତିବାସୀ ଦାଉଦଙ୍କୁ ତାହା ଦେଇଅଛନ୍ତି।