1 Samuel 28:18 — Compare Translations
5 translations compared side by side
Odia - 1840
"ତୁମ୍ଭେ ସଦାପ୍ରଭୁଙ୍କୁ ଅମାନ୍ଯ କରିଅଛ। ତୁମ୍ଭେ ଅମାଲକେୀଯମାନଙ୍କୁ ଧ୍ବଂସ କଲନାହିଁ ଏବଂ ସମାନଙ୍କେୁ ଘଟକ୍ସ୍ଟଥିବା ପରମେଶ୍ବରଙ୍କ କୋପଦୃଷ୍ଟି ସମାନଙ୍କେୁ ତୁମ୍ଭେ ଦଖାଇେଲ ନାହିଁ। ସେଥିପାଇଁ ଆଜି ସଦାପ୍ରଭୁ ତୁମ୍ଭକୁ ଏପରି କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ତ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସଦାପ୍ରଭୁଙ୍କୁ ଅମାନ୍ୟ କରିଅଛ। ତୁମ୍ଭେ ଅମାଲେକୀୟମାନଙ୍କୁ ଧ୍ୱଂସ କଲ ନାହିଁ ଏବଂ ସେମାନଙ୍କୁ ଘଟୁଥିବା ପରମେଶ୍ୱରଙ୍କ କୋପଦୃଷ୍ଟି ସେମାନଙ୍କୁ ତୁମ୍ଭେ ଦେଖାଇଲ ନାହିଁ। ସେଥିପାଇଁ ଆଜି ସଦାପ୍ରଭୁ ତୁମ୍ଭକୁ ଏପରି କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ଡ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ଡ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି।