1 Samuel 28:19 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତକ୍ସ୍ଟମ୍ଭ ସହିତ ଇଶ୍ରାୟେଲକକ୍ସ୍ଟ ପଲେଷ୍ଟୀୟମାନଙ୍କ ଦ୍ବାରା ପରାସ୍ତ କରାଇବେ। ତୁମ୍ଭେ ଓ ତୁମ୍ଭର ପକ୍ସ୍ଟତ୍ରମାନେ ଆସନ୍ତା କାଲି ମାେ ସହିତ ଏହିଠା ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାସ୍ତ କରାଇବେ। ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ଆସନ୍ତା କାଲି ମୋ’ ସହିତ ଏହିଠାରେ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ।