1 Samuel 28:2 — Compare Translations

5 translations compared side by side

Odia - 1840
"ଦାଉଦ ଅଖୀଶଙ୍କକ୍ସ୍ଟ କହିଲେ, ତା ହେଲ ଆପଣଙ୍କ ଦାସ କ'ଣ କରିବ ଆପଣ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ଆଖୀଶ୍କୁ କହିଲେ, ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ । ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଆଖୀ‌ଶ୍‌‌କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କ’ଣ କରିବ ଆପଣ ଜାଣିବେ।” ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ଠିକ୍ ଅଛି, ମୁଁ ତୁମ୍ଭକୁ ଜୀବନସାରା ମୋର ଦେହରକ୍ଷୀ ସ୍ୱରୂପେ ନିଯୁକ୍ତ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ। ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।