1 Samuel 28:20 — Compare Translations

5 translations compared side by side

Odia - 1840
"ଶାଉଲ ସହେିକ୍ଷଣି ଭୂମିରେ ଲମ୍ବ ହାଇେ ପଡିଗଲେ ଓ ଶାମୁୟେଲଙ୍କ କଥା ରେ ତାଙ୍କର ବହକ୍ସ୍ଟତ ଭୟଜାତ ହେଲା। ଶାଉଲ ମଧ୍ଯ ବହକ୍ସ୍ଟତ ଦୁର୍ବଳ ଥିଲେ। କାରଣ ସେ ସଦେିନ ଓ ରାତି କିଛି ଆହାର କରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ଵ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ଦିନଯାକ ଓ ରାତ୍ରିଯାକ କିଛି ଭୋଜନ କରି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କ କଥାରେ ତାଙ୍କର ବହୁତ ଭୟ ଜାତ ହେଲା। ଶାଉଲ ମଧ୍ୟ ବହୁତ ଦୁର୍ବଳ ଥିଲେ। କାରଣ ସେ ସେଦିନ ଓ ରାତି କିଛି ଆହାର କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ସାରାଦିନ ଓ ସାରାରାତ୍ରି କିଛି ଭୋଜନ କରି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ସାରାଦିନ ଓ ସାରାରାତ୍ରି କିଛି ଭୋଜନ କରି ନ ଥିଲେ।