1 Samuel 28:21 — Compare Translations
5 translations compared side by side
Odia - 1840
"ସହେି ସ୍ତ୍ରୀ ଲୋକଟି ଶାଉଲଙ୍କ ନିକଟକକ୍ସ୍ଟ ଆସି ଦେଖିଲା ଯେ, ସେ ଅତି ଭୟଭୀତ ଥିଲା। ସେ କହିଲା, ଦେଖ, ମୁ ତୁମ୍ଭର ଦାସୀ ମୁ ତୁମ୍ଭକୁ ସମ୍ମାନ କରୁଛି। ମୁ ମାରେ ଜୀବନକକ୍ସ୍ଟ ସଙ୍କଟାପୂର୍ଣ କରି ତୁମ୍ଭେ ଯାହା କହିଲି, ମୁ ତାହା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ଵଳ ଦେଖି କହିଲା, ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକଟି ଶାଉଲଙ୍କ ନିକଟକୁ ଆସି ଦେଖିଲା ଯେ, ସେ ଅତି ଭୟଭୀତ ଥିଲା। ସେ କହିଲା, “ଦେଖ, ମୁଁ ତୁମ୍ଭର ଦାସୀ ମୁଁ ତୁମ୍ଭକୁ ସମ୍ମାନ କରୁଛି। ମୁଁ ମୋର ଜୀବନକୁ ସଙ୍କଟାପୂର୍ଣ୍ଣ କରି ତୁମ୍ଭେ ଯାହା କହିଲ, ମୁଁ ତାହା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, “ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋ’ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି।