1 Samuel 28:22 — Compare Translations

5 translations compared side by side

Odia - 1840
"ଦୟା ପୂର୍ବକ ମାେ କଥା ଟିକେ ଶକ୍ସ୍ଟଣନ୍ତକ୍ସ୍ଟ। ଆପଣଙ୍କକ୍ସ୍ଟ କିଛି ଖାଦ୍ୟ ଦବୋ ପାଇଁ ଅନକ୍ସ୍ଟମତି ଲୋଡକ୍ସ୍ଟଛି। ଆପଣ ନିଶ୍ଚିତ ଖାଇବେ, ତା'ପରେ ଆପଣ ଶକ୍ତି ପାଇ ଆପଣା ବାଟରେ ଗ୍ଭଲିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୟା ପୂର୍ବକ ମୋ’ କଥା ଟିକେ ଶୁଣନ୍ତୁ। ଆପଣଙ୍କୁ କିଛି ଖାଦ୍ୟ ଦେବା ପାଇଁ ଅନୁମତି ଲୋଡ଼ୁଛି। ଆପଣ ନିଶ୍ଚିତ ଖାଇବେ, ତା’ପରେ ଆପଣ ଶକ୍ତି ପାଇ ଆପଣା ବାଟରେ ଗ୍ଭଲିଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।