1 Samuel 28:23 — Compare Translations
5 translations compared side by side
Odia - 1840
"କିନ୍ତୁ ସେ କହିଲେ, ଶାଉଲ ମନା କଲେ, ମୁ କିଛି ଖାଇବି ନାହିଁ। ଶାଉଲର ଦାସୀମାନେ ଓ ସହେି ସ୍ତ୍ରୀ ଲୋକଟି ସହ ମିଶି ତାଙ୍କୁ କିଛି ଖାଇବା ପାଇଁ ପ୍ରସ୍ତକ୍ସ୍ଟତ କଲେ। ଶଷେ ରେ ଶାଉଲ ସମାନଙ୍କେର କଥା ରକ୍ଷା କଲେ ଓ ଭୂମିରକ୍ସ୍ଟ ଉଠିଲେ ଓ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଅସମ୍ମତ ହୋଇ କହିଲେ, ମୁଁ ଭୋଜନ କରିବି ନାହିଁ । ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ । ପୁଣି ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ କହିଲେ, ଶାଉଲ ମନା କଲେ, “ମୁଁ କିଛି ଖାଇବି ନାହିଁ।” ଶାଉଲର ଦାସମାନେ ଓ ସେହି ସ୍ତ୍ରୀଲୋକଟି ସହ ମିଶି ତାଙ୍କୁ କିଛି ଖାଇବା ପାଇଁ ପ୍ରସ୍ତୁତ କଲେ। ଶେଷରେ ଶାଉଲ ସେମାନଙ୍କର କଥା ରକ୍ଷା କଲେ ଓ ଭୂମିରୁ ଉଠିଲେ ଓ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଅସମ୍ମତ ହୋଇ କହିଲେ, “ମୁଁ ଭୋଜନ କରିବି ନାହିଁ।” ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଅସମ୍ମତ ହୋଇ କହିଲେ, ମୁଁ ଭୋଜନ କରିବି ନାହିଁ। ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।