1 Samuel 28:24 — Compare Translations

5 translations compared side by side

Odia - 1840
"ସହେି ସ୍ତ୍ରୀ ଲୋକଟାର ଏକ ସକ୍ସ୍ଟସ୍ଥସବଳ ବାଛକ୍ସ୍ଟରି ତା'ର ଗୃହ ରେ ଥିଲା। ସେ ତାଙ୍କୁ ମାରିଲା ଓ ଅଟା ନଇେ ଦଳିଲା ଓ ତାକକ୍ସ୍ଟ ତାଡିଶୂନ୍ଯ ରୋଟୀ ପ୍ରସ୍ତକ୍ସ୍ଟତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୋଟୀ ପ୍ରସ୍ତୁତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକଟାର ଏକ ସୁସ୍ଥସବଳ ବାଛୁରି ତା’ର ଗୃହରେ ଥିଲା। ସେ ତାଙ୍କୁ ମାରିଲା ଓ ଅଟା ନେଇ ଦଳିଲା ଓ ତାକୁ ତାଡ଼ିଶୂନ୍ୟ ରୋଟୀ ପ୍ରସ୍ତୁତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।