1 Samuel 28:25 — Compare Translations
5 translations compared side by side
Odia - 1840
"ସହେି ସ୍ତ୍ରୀ ଲୋକଟି ଖାଦ୍ୟଦ୍ରବ୍ଯ ନଇେ ଶାଉଲ ଓ ତା'ର ଦାସମାନଙ୍କୁ ପରଷିଲା, ଶାଉଲ ଏବଂ ଦାସମାନେ ଖାଇଲେ। ସହେିଦିନ ରାତ୍ରି ରେ ସମାନେେ ସେ ସ୍ଥାନ ପରିତ୍ଯାଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଶାଉଲଙ୍କ ସମ୍ମୁଖକୁ ଓ ତାଙ୍କର ଦାସମାନଙ୍କ ସମ୍ମୁଖକୁ ତାହା ଆଣନ୍ତେ, ସେମାନେ ଭୋଜନ କଲେ । ତହିଁ ଉତ୍ତାରେ ସେହି ରାତ୍ରିରେ ସେମାନେ ଉଠି ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକଟି ଖାଦ୍ୟଦ୍ରବ୍ୟ ନେଇ ଶାଉଲ ଓ ତା’ର ଦାସମାନଙ୍କୁ ପରଷିଲା, ଶାଉଲ ଏବଂ ଦାସମାନେ ଖାଇଲେ। ସେହି ରାତ୍ରିରେ ସେମାନେ ସେ ସ୍ଥାନ ପରିତ୍ୟାଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଶାଉଲଙ୍କ ସମ୍ମୁଖକୁ ଓ ତାଙ୍କର ଦାସମାନଙ୍କ ସମ୍ମୁଖକୁ ତାହା ଆଣନ୍ତେ, ସେମାନେ ଭୋଜନ କଲେ। ତହିଁ ଉତ୍ତାରେ ସେହି ରାତ୍ରିରେ ସେମାନେ ଉଠି ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଶାଉଲଙ୍କ ସମ୍ମୁଖକୁ ଓ ତାଙ୍କର ଦାସମାନଙ୍କ ସମ୍ମୁଖକୁ ତାହା ଆଣନ୍ତେ, ସେମାନେ ଭୋଜନ କଲେ। ତହିଁ ଉତ୍ତାରେ ସେହି ରାତ୍ରିରେ ସେମାନେ ଉଠି ଚାଲିଗଲେ।