1 Samuel 28:3 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ ମରି ୟାଇଥିଲେ, ସମସ୍ତ ଇଶ୍ରାୟେଲୀୟବାସୀ ଶାମୁୟେଲଙ୍କର ମୃତକ୍ସ୍ଟ୍ଯ ପ୍ରତି ଦକ୍ସ୍ଟଃଖର ସହ ସମବଦନୋ ଜଣାଇ ଶାେକ କରି ତାଙ୍କର ନିଜ ସ୍ଥାନ ରାମାଠା ରେ କବର ଦେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ । ପୁଣି ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଓ ଐନଠାରେ ଥିବା ସ୍ତ୍ରୀଲୋକ ଶାମୁୟେଲ ମରି ଯାଇଥିଲେ, ସମସ୍ତ ଇସ୍ରାଏଲୀୟବାସୀ ଶାମୁୟେଲଙ୍କର ମୃତ୍ୟୁ ପ୍ରତି ଦୁଃଖର ସହ ସମବେଦନା ଜଣାଇ ଶୋକ କରି ତାଙ୍କର ନିଜ ସ୍ଥାନ ରାମାଠାରେ କବର ଦେଇଥିଲେ। ଶାଉଲ ଭୂତୁଡ଼ିୟା ଓ ଗୁଣିଆମାନଙ୍କୁ ଦେଶରୁ ବିତାଡ଼ିତ କରି ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।