1 Samuel 28:4 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ ପାଇଁ ପ୍ରସ୍ତକ୍ସ୍ଟତ ହେଉଥିଲେ। ସମାନେେ ଶୂନମେ ରେ ତାଙ୍କର ସନୋ ଛାଉଣୀ ପ୍ରସ୍ତକ୍ସ୍ଟତ କରୁଥିଲେ। ଶାଉଲ ସମସ୍ତ ଇଶ୍ରାୟେଲୀୟବାସୀଙ୍କକ୍ସ୍ଟ ଏକତ୍ରୀତ କରି ଗିଲ୍ବୋଯ ରେ ସନୋ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲବୋୟରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଥିଲେ। ସେମାନେ ଶୂନେମରେ ତାଙ୍କର ସେନା ଛାଉଣି ପ୍ରସ୍ତୁତ କରୁଥିଲେ। ଶାଉଲ ସମସ୍ତ ଇସ୍ରାଏଲୀୟବାସୀଙ୍କୁ ଏକତ୍ରିତ କରି ଗି‌ଲ୍‌ବୋୟରେ ସେନା ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍‍ବୋୟରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍‍ବୋୟରେ ଛାଉଣି ସ୍ଥାପନ କଲେ।