1 Samuel 28:5 — Compare Translations

5 translations compared side by side

Odia - 1840
"ଶାଉଲ ପଲେଷ୍ଟୀୟମାନଙ୍କର ସନୋ ଛାଉଣୀକି ଦେଖିବାକକ୍ସ୍ଟ ଭୟ କଲେ। ତାଙ୍କର ହୃଦଯ ଭୟ ରେ ଚକ୍ସ୍ଟରମାର ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମ; ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟ; କମ୍ପିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ପଲେଷ୍ଟୀୟମାନଙ୍କର ସେନା ଛାଉଣିକି ଦେଖି ଭୟ କଲେ। ତାଙ୍କର ହୃଦୟ ଭୟରେ ଚୁ‌ର୍‌ମାର ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।