1 Samuel 28:7 — Compare Translations

5 translations compared side by side

Odia - 1840
"ତା'ପରେ ଶାଉଲ ନିଜର ଦାସମାନଙ୍କୁ ଆଦେଶ ଦେଲେ, ମାେ ପାଇଁ ଏକ ସ୍ତ୍ରୀ ଲୋକ ଖାଜେ ଯେ କି ମୃତ ଲୋକମାନଙ୍କର ଆତ୍ମା ସହିତ କଥା ହାଇପୋରିବ। ମୁ ଯଦି ଓ ତାକକ୍ସ୍ଟ ପଗ୍ଭରିବି ଯାହାସବୁ ଘଟିବାକକ୍ସ୍ଟ ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି । ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାଉଲ ନିଜର ଦାସମାନଙ୍କୁ ଆଦେଶ ଦେଲେ, “ମୋ’ ପାଇଁ ଏକ ସ୍ତ୍ରୀଲୋକ ଖୋଜ ଯେ କି ମୃତ ଲୋକମାନଙ୍କର ଆତ୍ମା ସହିତ କଥା ହୋଇ ପାରିବ। ମୁଁ ତାକୁ ପଗ୍ଭରିବି ଯାହାସବୁ ଘଟିବାକୁ ଯାଉଛି।” ତାଙ୍କର ଦାସମାନେ ତାଙ୍କୁ କହିଲେ, “ଐନ ନଗରରେ ଏହିପରି ଏକ ସ୍ତ୍ରୀଲୋକ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି।” ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ଐନ୍‍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।”
Odia IRV 2017 (ଓଡିଆ ବାଇବେଲ)
ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋ’ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି। ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନ୍‍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।