1 Samuel 28:8 — Compare Translations

5 translations compared side by side

Odia - 1840
"ଶାଉଲ ଛଦ୍ମ ବେଶ ରେ ଅଲଗା ବସ୍ତ୍ର ପିନ୍ଧି ତାଙ୍କର ଦକ୍ସ୍ଟଇଜଣ ଲୋକଙ୍କ ସହିତ ସହେି ସ୍ତ୍ରୀ ଲୋକକୁ ରାତି ରେ ଦଖାେ କରିବାକୁ ଗଲେ। ଶାଉଲ ତାଙ୍କୁ କହିଲେ, ତୁମ୍ଭେ ମାେପାଇଁ ଗୋଟିଏ ଆତ୍ମାକକ୍ସ୍ଟ ଡାକ ୟିଏକି ଭବିଷ୍ଯତ ରେ କଣ ହବୋକକ୍ସ୍ଟ ଯାଉଛି ମାେତେ କହି ପାରିବ। ତୁମ୍ଭେ ଏକ ଆତ୍ମାକକ୍ସ୍ଟ ଆଣ ଯାହାର ନାମ ମୁ କହକ୍ସ୍ଟଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇ ଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, ତୁମ୍ଭେ ଭୂତ ଦ୍ଵାରା ମୋʼ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋʼ କତିକି ଉଠାଇ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଛଦ୍ମ ବେଶରେ ଅଲଗା ବସ୍ତ୍ର ପିନ୍ଧି ତାଙ୍କର ଦୁଇଜଣ ଲୋକଙ୍କ ସହିତ ସେହି ସ୍ତ୍ରୀଲୋକକୁ ରାତିରେ ଦେଖା କରିବାକୁ ଗଲେ। ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ମୋ’ ପାଇଁ ଗୋଟିଏ ଆତ୍ମାକୁ ଡାକ ଯିଏ କି ଭବିଷ୍ୟତରେ କ’ଣ ହେବାକୁ ଯାଉଛି ମୋତେ କହି ପାରିବ। ତୁମ୍ଭେ ଏକ ଆତ୍ମାକୁ ଆଣ ଯାହାର ନାମ ମୁଁ କହୁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, “ତୁମ୍ଭେ ଭୂତ ଦ୍ୱାରା ମୋʼ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋʼ କତିକି ଉଠାଇ ଆଣ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇ ଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, ତୁମ୍ଭେ ଭୂତ ଦ୍ୱାରା ମୋ’ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋ’ କତିକି ଉଠାଇ ଆଣ।