1 Samuel 28:9 — Compare Translations
5 translations compared side by side
Odia - 1840
"କିନ୍ତୁ ସ୍ତ୍ରୀ ଲୋକଟି ଶାଉଲଙ୍କକ୍ସ୍ଟ କହିଲା, ତୁମ୍ଭେ ଜାଣ ଶାଉଲ ଯାହା କରିଅଛି। କିପରି ସେ ଭକ୍ସ୍ଟତକ୍ସ୍ଟଡିଯା ଓ ଗକ୍ସ୍ଟଣିଆମାନଙ୍କୁ ଇଶ୍ରାୟେଲ ଦେଶରକ୍ସ୍ଟ ବିତାଡିତ କରିଛି। ତୁମ୍ଭେ ମାେତେ ଫାନ୍ଦ ରେ ପକାଇ ମାରିବା ପାଇଁ ଗ୍ଭହକ୍ସ୍ଟଁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ସ୍ତ୍ରୀ କହିଲା, ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁ ଘଟାଇବା ପାଇଁ କିହେତୁ ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସ୍ତ୍ରୀଲୋକଟି ଶାଉଲଙ୍କୁ କହିଲା, “ତୁମ୍ଭେ ଜାଣ ଶାଉଲ ଯାହା କରିଅଛି। କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଇସ୍ରାଏଲ ଦେଶରୁ ବିତାଡ଼ିତ କରିଛି। ତୁମ୍ଭେ ମୋତେ ଫାନ୍ଦରେ ପକାଇ ମାରିବା ପାଇଁ ଗ୍ଭହୁଁଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ସ୍ତ୍ରୀ କହିଲା, “ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ସ୍ତ୍ରୀ କହିଲା, ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ?