1 Samuel 29:1 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟମାନେ ସମାନଙ୍କେର ସୈନ୍ଯସାମନ୍ତଙ୍କ ସହିତ ଅଫକରେେ ଏକତ୍ରୀତ ହେଲ ଓ ଇଶ୍ରାୟେଲୀୟମାନେ ୟିଷ୍ରିଯଲେସ୍ଥ ଝରଣା ନିକଟରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମ; ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଦାଉଦ ଆମ ସହିତ ଯାଇ ପାରିବ ନାହିଁ!” ପଲେଷ୍ଟୀୟମାନେ ସେମାନଙ୍କର ସୈନ୍ୟସାମନ୍ତଙ୍କ ସହିତ ଅଫେକରେ ଏକତ୍ରିତ ହେଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ଝରଣା ନିକଟରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମନ୍ତ ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମନ୍ତ ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ।