1 Samuel 29:11 — Compare Translations
5 translations compared side by side
Odia - 1840
"ଦାଉଦ ଏବଂ ତାଙ୍କର ଲୋକମାନେ ପତକ୍ସ୍ଟ୍ଯଷରକ୍ସ୍ଟ ଉଠି ପଲେଷ୍ଟୀୟ ଦେଶକକ୍ସ୍ଟ ଫରେିଗଲେ ଆଉ ପଲେଷ୍ଟୀୟମାନେ ୟିଷ୍ରିଯଲକେକ୍ସ୍ଟ ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରି ଯିବା ପାଇଁ ଶୀଘ୍ର ଉଠିଲେ । ଆଉ ପଲେଷ୍ଟୀୟ-ମାନେ ଯିଷ୍ରିୟେଲକୁ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏବଂ ତାଙ୍କର ଲୋକମାନେ ପ୍ରତ୍ୟୁଷରୁ ଉଠି ପଲେଷ୍ଟୀୟ ଦେଶକୁ ଫେରିଗଲେ ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରି ଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।