1 Samuel 29:2 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶହ ଶହ, ହଜାର ହଜାର ସୈନ୍ଯ ନଇେ କ୍ରମେ କ୍ରମେ ଅଗ୍ରସର ହେଲ। ଦାଉଦ ଏବଂ ତାଙ୍କର ସୈନ୍ଯମାନେ ଅଖୀଶ ସହିତ ପେଛ ପେଛ ଆଗଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍ ସହିତ ପଛେ ପଛେ ଅଗ୍ରସର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶହ ଶହ, ହଜାର ହଜାର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ। ଦାଉଦ ଏବଂ ତାଙ୍କର ସୈନ୍ୟମାନେ ଆଖୀଶ୍ ସହିତ ପଛେ ପଛେ ଆଗେଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍ ସହିତ ପଛେ ପଛେ ଅଗ୍ରସର ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍ ସହିତ ପଛେ ପଛେ ଅଗ୍ରସର ହେଲେ।