1 Samuel 29:4 — Compare Translations
5 translations compared side by side
Odia - 1840
"କିନ୍ତୁ ପଲେଷ୍ଟୀୟ ଶାସକଗଣ ଅଖୀଶ ଉପରେ ରାଗିଲେ। ସମାନେେ କହିଲେ, ଦାଉଦକକ୍ସ୍ଟ ଫରୋଇ ଦିଅ। ତୁମ୍ଭେ ତା ପାଇଁ ଯେଉଁ ସ୍ଥାନ ନିରକ୍ସ୍ଟପଣ କରିଅଛ, ସେ ନିଜର ସହେି ସ୍ଥାନକକ୍ସ୍ଟ ଫରେି ଯାଉ। ସେ ଆମ୍ଭ ସହିତ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇପାରିବ ନାହିଁ। ସେ ଯଦି ଆମ୍ଭ ସହିତ ରହେ, ତବେେ ସେ ଆମ୍ଭ ନିଜ ଛାଉଣୀ ମଧିଅରେ ଜଣେ ଶତୃ ହାଇେ ରହିବ। ସେ ତା'ର ରାଜା ଶାଉଲଙ୍କକ୍ସ୍ଟ ସନ୍ତକ୍ସ୍ଟଷ୍ଟ କରିବା ପାଇଁ ଆମ୍ଭ ନିଜର ଲୋକଙ୍କକ୍ସ୍ଟ ମାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ଵାରା ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପଲେଷ୍ଟୀୟ ଶାସକଗଣ ଆଖୀଶ୍ ଉପରେ ରାଗିଲେ। ସେମାନେ କହିଲେ, “ଦାଉଦକୁ ଫେରାଇ ଦିଅ। ତୁମ୍ଭେ ତା’ ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ନିଜର ସେହି ସ୍ଥାନକୁ ଫେରି ଯାଉ। ସେ ଆମ୍ଭ ସହିତ ଯୁଦ୍ଧକୁ ଯାଇ ପାରିବ ନାହିଁ। ସେ ଯଦି ଆମ୍ଭ ସହିତ ରହେ, ତେବେ ସେ ଆମ୍ଭ ନିଜ ଛାଉଣି ମଧ୍ୟରେ ଜଣେ ଶତ୍ରୁ ହୋଇ ରହିବ। ସେ ତା’ର ରାଜା ଶାଉଲଙ୍କୁ ସନ୍ତୁଷ୍ଟ କରିବା ପାଇଁ ଆମ୍ଭ ନିଜର ଲୋକଙ୍କୁ ମାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, “ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ?