1 Samuel 29:5 — Compare Translations

5 translations compared side by side

Odia - 1840
"ଦାଉଦ ହେଉଛନ୍ତି ସହେି ଲୋକ ଯାହା ପାଇଁ ଇଶ୍ରାୟେଲୀୟ ଲୋକମାନେ ତାଙ୍କ ସମ୍ବନ୍ଧ ରେ ଗୀତୀଟିଏ ବୋଲନ୍ତି, ତାହା ହେଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ, ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ହେଉଛନ୍ତି ସେହି ଲୋକ ଯାହା ପାଇଁ ଇସ୍ରାଏଲୀୟ ଲୋକମାନେ ତାଙ୍କ ସମ୍ବନ୍ଧରେ ଗୀତଟିଏ ବୋଲନ୍ତି, ତାହା ହେଲା, ‘ଶାଉଲ ହତ୍ୟା କଲେ ସହସ୍ର ସହସ୍ର, ଦାଉଦ ହତ୍ୟା କଲେ ଅୟୁତ ଅୟୁତ’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”
Odia IRV 2017 (ଓଡିଆ ବାଇବେଲ)
ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?