1 Samuel 29:6 — Compare Translations

5 translations compared side by side

Odia - 1840
"ତେଣୁ ଅଖୀଶ ଦାଉଦଙ୍କକ୍ସ୍ଟ ଡାକି କହିଲେ, ନିଶ୍ଚିତ ସଦାପ୍ରଭୁ ଜୀବିତ ଥିବା ପର୍ୟ୍ଯନ୍ତ, ତୁମ୍ଭେ ମାରେ ଅନକ୍ସ୍ଟଗତ ରହିବ। ତୁମ୍ଭେ ମାରେ ସୈନ୍ଯ ବାହୀନି ରେ ୟୋଗ ଦେଲେ ମୁ ବହକ୍ସ୍ଟତ ଖକ୍ସ୍ଟସି ହବେି। ମାେ ସହିତ ରହିବା ଦିନଠାରକ୍ସ୍ଟ ମୁ ତୁମ୍ଭର କୌଣସି ଦୋଷ ପାଇ ନାହିଁ। ତଥାପି ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟି ରେ ତୁମ୍ଭେ ଉତ୍ତମ ନକ୍ସ୍ଟହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଆଖୀଶ୍ ଦାଉଦଙ୍କୁ ଡାକି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମ; ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆଖୀଶ୍ ଦାଉଦଙ୍କୁ ଡାକି କହିଲେ, “ନିଶ୍ଚିତ ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ, ତୁମ୍ଭେ ମୋର ଅନୁଗତ ରହିବ। ତୁମ୍ଭେ ମୋର ସୈନ୍ୟବାହିନୀରେ ଯୋଗ ଦେଲେ ମୁଁ ବହୁତ ଖୁସୀ ହେବି। ମୋ’ ସହିତ ରହିବା ଦିନଠାରୁ ମୁଁ ତୁମ୍ଭର କୌଣସି ଦୋଷ ପାଇ ନାହିଁ। ତଥାପି ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଆଖୀଶ୍‍ ଦାଉଦଙ୍କୁ ଡାକି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଆଖୀଶ୍‍ ଦାଉଦଙ୍କୁ ଡାକି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋ’ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋ’ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋ’ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।