1 Samuel 29:7 — Compare Translations

5 translations compared side by side

Odia - 1840
"ଶାନ୍ତି ରେ ଫରେିୟାଅ। ପଲେଷ୍ଟୀୟ ଶାସକମାନଙ୍କ ବିରକ୍ସ୍ଟଦ୍ଧ ରେ କିଛି କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଶାନ୍ତିରେ ଫେରିଯାଅ। ପଲେଷ୍ଟୀୟ ଶାସକମାନଙ୍କ ବିରୁଦ୍ଧରେ କିଛି କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର।