1 Samuel 29:8 — Compare Translations

5 translations compared side by side

Odia - 1840
"ତେଣୁ ଦାଉଦ ଅଖୀଶଙ୍କକ୍ସ୍ଟ କହିଲେ, ମୁ କ'ଣ ତୃଟି କରିଅଛି କି? ମୁ ତୁମ୍ଭର ଦାସ ପାଖକକ୍ସ୍ଟ ଆସିଲା ଦିନରକ୍ସ୍ଟ ମାରେ କିଛି ଭୂଲ୍ କାମ ଆପଣ ଦେଖିଛନ୍ତି କି? ନାଁ, କାହିଁକି ମୁ ମାରେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ଥିବା ଶତୃମାନଙ୍କ ସହିତ ୟକ୍ସ୍ଟଦ୍ଧ କରିପାରିବି ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଆଖୀଶ୍କୁ କହିଲେ, ମାତ୍ର ମୁଁ କଅଣ କଲି? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କʼଣ ପାଇଲେ ଯେ, ମୁଁ ଯାଇ ମୋʼ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ଆଖୀ‌ଶ୍‌‌କୁ କହିଲେ, “ମୁଁ କ’ଣ ତୃଟି କରିଅଛି କି? ମୁଁ ତୁମ୍ଭର ଦାସ ତୁମ୍ଭ ପାଖକୁ ଆସିଲା ଦିନରୁ ମୋର କିଛି ଭୁଲ୍ କାମ ତୁମ୍ଭେ ଦେଖିଛ କି? ନାଁ, କାହିଁକି ମୁଁ ମୋର ସଦାପ୍ରଭୁଙ୍କ ବିରୁଦ୍ଧରେ ଥିବା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରି ପାରିବି ନାହିଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଆଖୀଶ୍‍କୁ କହିଲେ, “ମାତ୍ର ମୁଁ କଅଣ କଲି? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କʼଣ ପାଇଲେ ଯେ, ମୁଁ ଯାଇ ମୋʼ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଆଖୀଶ୍‍କୁ କହିଲେ, ମାତ୍ର ମୁଁ କଅଣ କଲି? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କ’ଣ ପାଇଲେ ଯେ, ମୁଁ ଯାଇ ମୋ’ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ?