1 Samuel 29:9 — Compare Translations

5 translations compared side by side

Odia - 1840
"ଅଖୀଶ ଉତ୍ତର ଦେଲେ, ମୁ ବିଶ୍ବାସ କରୁଛି ତୁମ୍ଭେ ଜଣେ ଉତ୍ତମ ଲୋକ। ତୁମ୍ଭେ ଜଣେ ପରମେଶ୍ବରଙ୍କର ଦୂତ ସ୍ବରକ୍ସ୍ଟପ। ତଥାପି ପଲେଷ୍ଟୀୟ ଶାସକମାନେ କହକ୍ସ୍ଟଛନ୍ତି, 'ଦାଉଦ କବେେ ଆମ୍ଭମାନଙ୍କ ସହିତ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇପାରିବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଆଖୀଶ୍ ଦାଉଦଙ୍କୁ ଉତ୍ତର ଦେଇ କହିଲା, ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ଵରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଖୀଶ୍ ଉତ୍ତର ଦେଲେ, “ମୁଁ ବିଶ୍ୱାସ କରୁଛି ତୁମ୍ଭେ ଜଣେ ଉତ୍ତମ ଲୋକ। ତୁମ୍ଭେ ଜଣେ ପରମେଶ୍ୱରଙ୍କର ଦୂତ ସ୍ୱରୂପ। ତଥାପି ପଲେଷ୍ଟୀୟ ଶାସକମାନେ କହୁଛନ୍ତି, ‘ଦାଉଦ କେବେ ଆମ୍ଭମାନଙ୍କ ସହିତ ଯୁଦ୍ଧକୁ ଯାଇ ପାରିବେ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଆଖୀଶ୍‍ ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ‘ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଆଖୀଶ୍‍ ଦାଉଦଙ୍କୁ ଉତ୍ତର ଦେଇ କହିଲା, ମୁଁ ଜାଣେ, ତୁମ୍ଭେ ମୋ’ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।