1 Samuel 3:1 — Compare Translations
5 translations compared side by side
Odia - 1840
"ବାଳକ ଶାମକ୍ସ୍ଟଯଲେ ଏଲିଙ୍କ ଅଧିନ ରେ ସଦାପ୍ରଭୁଙ୍କର ସବୋ କଲେ। ସହେି ସମୟରେ ସଦାପ୍ରଭୁଙ୍କ ବାକ୍ଯ ଓ ଦର୍ଶନ ଦକ୍ସ୍ଟର୍ଲଭ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ-ଦର୍ଶନ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲକୁ ପରମେଶ୍ୱରଙ୍କ ଡାକରା ବାଳକ ଶାମୁୟେଲ ଏଲିଙ୍କ ଅଧୀନରେ ସଦାପ୍ରଭୁଙ୍କର ସେବା କଲେ। ସେହି ସମୟରେ ସଦାପ୍ରଭୁଙ୍କ ବାକ୍ୟ ଓ ଦର୍ଶନ ଦୁର୍ଲଭ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।