1 Samuel 3:10 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ଆସିଲେ ଏବଂ ସଠାେରେ ଛିଡା ହେଲେ, ଆଗଥର ପରି ସେ ଶାମକ୍ସ୍ଟଯଲେ, ଶାମକ୍ସ୍ଟଯଲେ ବୋଲି ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ । ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ଆସିଲେ ଏବଂ ସେଠାରେ ଛିଡ଼ା ହେଲେ, ଆଗ ଥର ପରି ସେ “ଶାମୁୟେଲ, ଶାମୁୟେଲ” ବୋଲି ଡାକିଲେ। ତା’ପରେ ଶାମୁୟେଲ ଉତ୍ତର ଦେଲେ, “ମୋତେ କୁହନ୍ତୁ ଆପଣଙ୍କ ଦାସ ଶୁଣୁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି “ଶାମୁୟେଲ, ଶାମୁୟେଲ,” ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, “କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।