1 Samuel 3:11 — Compare Translations

5 translations compared side by side

Odia - 1840
"ତା'ପରେ ସଦାପ୍ରଭୁ ଶାମକ୍ସ୍ଟଯଲକେକ୍ସ୍ଟ କହିଲେ, ଦେଖ, ମୁ ଇଶ୍ରାୟେଲ ରେ କିଛି ଗୋଟେ କରିବି, ସହେି ସମସ୍ତେ ଯେଉଁମାନେ ଏବିଷଯ ରେ ଶକ୍ସ୍ଟଣିବେ, ମନଦକ୍ସ୍ଟଃଖ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଶାମୁୟେଲକୁ କହିଲେ, “ଦେଖ, ମୁଁ ଇସ୍ରାଏଲରେ କିଛି ଗୋଟେ କରିବି, ସେହି ସମସ୍ତେ ଯେଉଁମାନେ ଏବିଷୟରେ ଶୁଣିବେ, ମନ ଦୁଃଖ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।