1 Samuel 3:12 — Compare Translations
5 translations compared side by side
Odia - 1840
"ମୁ ଏଲିର ପରିବାରକକ୍ସ୍ଟ ଯାହା ଯାହା କହକ୍ସ୍ଟଅଛି ସେ ସମସ୍ତ ପ୍ରଥମରକ୍ସ୍ଟ ଶଷେ ପର୍ୟ୍ଯନ୍ତ ପକ୍ସ୍ଟରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏଲିର ପରିବାରକୁ ଯାହା ଯାହା କହୁଅଛି ସେ ସମସ୍ତ ପ୍ରଥମରୁ ଶେଷ ପର୍ଯ୍ୟନ୍ତ ପୁରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହି ଦିନ ସଫଳ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା।