1 Samuel 3:13 — Compare Translations
5 translations compared side by side
Odia - 1840
"ମୁ ତାକକ୍ସ୍ଟ କହିଅଛି ଯେ, ମୁ ଚିରଦିନ ତା'ର ବଂଶକକ୍ସ୍ଟ ଦଣ୍ତ ଦବେି, ଯେ ହତେକ୍ସ୍ଟ ତା'ର ଅପରାଧ ତାକକ୍ସ୍ଟ ଜଣାଅଛି। ସେ ଜାଣିଲା ଯେ, ସମାନେେ ପରମେଶ୍ବରଙ୍କ ବିରକ୍ସ୍ଟଦ୍ଧ ରେ କରୁଛନ୍ତି ଓ କହକ୍ସ୍ଟଛନ୍ତି। ତଥାପି ଏଲି ତା'ର ପକ୍ସ୍ଟତ୍ରମାନଙ୍କୁ ନିଯନ୍ତ୍ରଣ କଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ତ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଶାପଗ୍ରସ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାକୁ କହିଅଛି ଯେ, ମୁଁ ଚିରଦିନ ତା’ର ବଂଶକୁ ଦଣ୍ତ ଦେବି, ଯେହେତୁ ତା’ର ଅପରାଧ ତାକୁ ଜଣା ଅଛି। ସେ ଜାଣିଲା ଯେ, ସେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ କରୁଛନ୍ତି ଓ କହୁଛନ୍ତି। ତଥାପି ଏଲି ତା’ର ପୁତ୍ରମାନଙ୍କୁ ନିୟନ୍ତ୍ରଣ କଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶପ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶାପଗ୍ରସ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।