1 Samuel 3:14 — Compare Translations
5 translations compared side by side
Odia - 1840
"ମୁ ପ୍ରତିଜ୍ଞା କରୁଅଛି ଯେ, ଏଲିର ପରିବାର ପାପ ବଳିଦାନ ଉତ୍ସର୍ଗ ଦ୍ବାରା ଶସ୍ଯ ନବୈେଦ୍ଯ ଉତ୍ସର୍ଗ ଦ୍ବାରା କବେେ ପ୍ରାଯଶ୍ଚିତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ଵାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରତିଜ୍ଞା କରୁଅଛି ଯେ, ଏଲିର ପରିବାର ପାପ ବଳିଦାନ ଉତ୍ସର୍ଗ ଦ୍ୱାରା ଶସ୍ୟ ନୈବେଦ୍ୟ ଉତ୍ସର୍ଗ ଦ୍ୱାରା କେବେ ପ୍ରାୟଶ୍ଚିତ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।