1 Samuel 3:15 — Compare Translations

5 translations compared side by side

Odia - 1840
"ତହକ୍ସ୍ଟଁ ଶାମକ୍ସ୍ଟଯଲେ ଶାଇେବାକକ୍ସ୍ଟ ଗଲେ। ସଦାପ୍ରଭୁଙ୍କ ମନ୍ଦିରଦ୍ବାର ଫିଟାଇବାକକ୍ସ୍ଟ ଶିଘ୍ର ଉଠିଲେ। ଏଲିଙ୍କକ୍ସ୍ଟ ସହେି ଦର୍ଶନ ବିଷଯ ଜଣାଇବାକକ୍ସ୍ଟ ଶାମକ୍ସ୍ଟଯଲେ ଭୟକଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ଵାର ଫିଟାଇଲେ । ପୁଣି ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଶାମୁୟେଲ ଶୋଇବାକୁ ଗଲେ। ସଦାପ୍ରଭୁଙ୍କ ମନ୍ଦିରଦ୍ୱାର ଫିଟାଇବାକୁ ଶୀଘ୍ର ଉଠିଲେ। ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟକଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ।