1 Samuel 3:16 — Compare Translations

5 translations compared side by side

Odia - 1840
"ଏଥକ୍ସ୍ଟ, ହେ ମାହେର ପକ୍ସ୍ଟତ୍ର ଶାମକ୍ସ୍ଟଯଲେ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ମୋହର ପୁତ୍ର ଶାମୁୟେଲ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ । ତହିଁରେ ସେ ଉତ୍ତର ଦେଲେ, ମୁଁ ଏଠାରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏଥୁ, “ହେ ମୋହର ପୁତ୍ର ଶାମୁୟେଲ,” ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, “ହେ ମୋହର ପୁତ୍ର ଶାମୁୟେଲ,” ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ମୋହର ପୁତ୍ର ଶାମୁୟେଲ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, ମୁଁ ଏଠାରେ ଅଛି।